୧. ଆଜି ରାଜ୍ୟରେ ୬୫ କରୋନା ଆକ୍ରାନ୍ତ ଚିହ୍ନଟ ।
୨. ବାଚସ୍ପତି ଡାକିଥିବା ସର୍ବଦଳୀୟ ବୈଠକରେ ପ୍ରଥମେ ଧାନମଣ୍ଡି ପ୍ରସଙ୍ଗ ନଉଠିବାରୁ ବୈଠକକୁ ବର୍ଜନ କଲା କଂଗ୍ରେସ । ଗୃହ ୪ଟା ଯାଏଁ ମୁଲତବୀ ।
୩. କୋଭିଡ୍ କିଟ୍ ଓ ମାସ୍କ କିଣା ଦୁର୍ନୀତି ମାମଲା । ଆସନ୍ତା ୨୬ ତାରିଖରେ ତିନିଜଣିଆ ଖଣ୍ଡପୀଠ କରିବେ ଶୁଣାଣି ।
୪. ଭୁବନେଶ୍ବର ଲିଙ୍ଗରାଜ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରୁଛି ଏନଏସଜି ଟିମ୍ । କାଲି କୋଣାର୍କ ଓ ୧୮ରେ ଶ୍ରୀମନ୍ଦିରର ସୁରକ୍ଷା ଯାଞ୍ଚ ।
୫. ଚନ୍ଦକା ଜଙ୍ଗଲ ନିକଟରେ ନିଆଁ, ପହଞ୍ଚି ନାହାନ୍ତି ଜଙ୍ଗଲ ବିଭାଗ କର୍ମଚାରୀ କିମ୍ବା ଅଗ୍ନିଶମ ବିଭାଗ ।
୬. କଟକ ବଡ଼ ଡାକ୍ତରଖାନାର ସର୍ଜରୀ ବିଭାଗ ଛାତରୁ ଫ୍ୟାନ୍ ଖସି ଗୁରୁତର ହୋଇପଡ଼ିଥିବା ମହିଳା ରୋଗୀ ମୃତ । ବିଳମ୍ବିତ ରାତିରେ ମୃତ୍ୟୁ ହୋଇଥିବା ସୂଚନା ।
୭. ପୁରୀ ସହରର ବିଭିନ୍ନ ସ୍ଥାନରୁ ୩୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ୧୬ ଗିରଫ ।
୮. ବଳରାମପୁରରେ ଟ୍ରଲର ମାଲିକକୁ ଗୁଳି କରି ହତ୍ୟା ଘଟଣାରେ ଦୁଇ ଜଣ ଅଟକ ଥିବା ସୂଚନା ଦେଇଛନ୍ତି ବାଲେଶ୍ୱର ଏସପି ।
୯. ଜଗତପୁରର ଏକ ଚା ଦୋକାନରୁ ୨୭୦ ଗ୍ରାମ ବ୍ରାଉନସୁଗାର ଜବତ , ୨ ଗିରଫ ।
୧୦. ଓଲଟିଲା ଟ୍ରାକ୍ଟର ୨ମୃତ, ୨ ଆହତ । ଏଭଳି ଏକ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଜିରାଙ୍ଗ ପଞ୍ଚାୟତ ଅନ୍ତର୍ଗତ ଜିରାଙ୍ଗ ଗ୍ରାମ ନିକଟରେ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍