୧. ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ୫ ଜଣଙ୍କୁ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରିଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ।
୨. ବିଧାନସଭାରେ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ । ବାଚସ୍ପତିଙ୍କ ପୋଡିୟମ ଉପରକୁ ଫିଙ୍ଗିଲେ କାଗଜ ଓ ଇୟରଫୋନ । ଗୃହ ୪ ଟା ଯାଏ ମୁଲତବୀ ।
୩. ଆଜି ରାଜ୍ୟରୁ ୪୫୨ କରୋନା ପଜିଟିଭ ଚିହ୍ନଟ ।
୪. ଆଜି ଗୃହରେ ସିଏଜି ରିପୋର୍ଟ ଉପସ୍ଥାପନା କରିଛନ୍ତିି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରି ।
୫. ଚଳିତ ବର୍ଷ ନବମରୁ ଦ୍ବାଦଶ ଶ୍ରେଣୀ ଯାଏ କମିବନି ସିଲାବସ୍ । ପାଠ୍ୟ ବିଷୟ ନକମାଇବାକୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ନିଷ୍ପତ୍ତି ।
୬. ଏକ ବର୍ଷରୁ ୬ ବର୍ଷ ଶିଶୁଙ୍କ ପାଇଁ ଆରମ୍ଭ ହେବ ଏକ ନୂତନ ଯୋଜନା । ଏସମ୍ପର୍କରେ ଆଜି ବିଧାନସଭାରେ ସୂଚନା ଦେଲେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ।
୭. ଓଡିଶା ଲୋକାୟୁକ୍ତ ସଂଶୋଧନ ବିଲ ପାରିତ । ହୋ-ହାଲ୍ଲା ଭିତରେ ପାରିତ ହେଲା ଲୋକାୟୁକ୍ତ ବିଲ୍ ।
୮. ସୁନ୍ଦରଗଡ଼ରେ ଏକ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ପାଇଁ କେନ୍ଦ୍ରକୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ । ଏନେଇ ସୁନ୍ଦରଗଡରେ କେନ୍ଦ୍ରୀୟ ଟିମର ଅନୁଧ୍ୟାନ ।
୯. ଫୁଲବାଣୀ ସହରର ୩ଟି ଅଞ୍ଚଳ ଡାକପାଲା, ମାଷ୍ଟରପଡ଼ା ଓ କେନ୍ଦୁପଦରର କିଛି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷଣା । ଘୋଷଣା କଲେ କନ୍ଧମାଳ ଜିଲ୍ଲାପାଳ ।
୧୦. ହାତୀ ଆକ୍ରମଣରେ ଜଣେ ମହିଳା ମୃତ ଏବଂ ୩ ଗୁରୁତର । ଏଭଳି ଏକ ଘଟଣା ଘଟିଛି ଖୋର୍ଦ୍ଧା ବନଖଣ୍ଡ ଅନ୍ତର୍ଗତ ମଳିପଡ଼ାର ରାମଚଣ୍ଡି ଗାଁରେ ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST