୧. କୋଭିଡ କଟକଣା ମଧ୍ୟରେ ହେବ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ଅଶୋକାଷ୍ଟମୀ ରଥଯାତ୍ରା । ମନ୍ଦିର ପ୍ରଶାସନ ପକ୍ଷରୁ ନୀତିନିର୍ଘଣ୍ଟ ପ୍ରକାଶ ।
୨. ଆଜି ରାଜ୍ୟରୁ ୪୪୪୫ କରୋନା ପଜିଟିଭ ଚିହ୍ନଟ ଏବଂ ୪ ମୃତ ।
୩. ଆଜିଠାରୁ ଶିକ୍ଷା ଅନୁଷ୍ଠାନ ଓ ଆନ୍ତଃରାଜ୍ୟ ବସ ସେବା ବନ୍ଦ ।
୪. ପୁରୀ ଶ୍ରୀମନ୍ଦିର ସହ ଜଡିତ ୨୨ ଜଣ ସେବାୟତ , ୯ଜଣ ଜୋତା ଷ୍ଟାଣ୍ଡ କର୍ମଚାରୀ ଓ ୯ ଶ୍ରୀମନ୍ଦିର କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ।
୫. ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ସାନି ବିଜ୍ଞପ୍ତି ।
୬. ରାଜ୍ୟରେ ଜରୁରୀ ଔଷଧ, ସ୍ୱାସ୍ଥ୍ୟ ସାମଗ୍ରୀ କଳାବଜାର ରୋକିବା ପାଇଁ ଗଠନ ହେଲା ୨୩ ଫ୍ଲାଇଙ୍ଗ ସ୍କ୍ୱାର୍ଡ ।
୭. ରାଜ୍ୟରେ ରହିଛି ୯୦୦୮ଟି କୋଭିଡ ବେଡ । ଘରୋଇ ହସ୍ପିଟାଲରେ ୪୬୪୦ ବେଡ୍ ରହିଥିବା ବେଳେ ସରକାରୀ ହସ୍ପିଟାଲରେ ୪୩୬୮ଟି ବେଡ୍ ରହିଛି ।
୮. ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ଗାଁରେ ବିସ୍ଫୋରଣ, ୨ ମୃତ ଏବଂ ୩ ଆହତ ।
୯. ବିିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ କରୋନା ପଜିଟିଭ ଚିହ୍ନଟ ।
୧୦. ରାଜ୍ୟରେ ପୁଣି ବଢ଼ିଲା ତାପମାତ୍ରା । ୪୨ ଡିଗ୍ରୀ ସହ ଟିଟିଲାଗଡ ଉତ୍ତପ୍ତ ସହର ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍