ଭୁବନେଶ୍ୱର (୪.୧୦.୨୨) : ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନରେ ଭାରତର ପାର୍ଥୀଭାବେ ମନୋନିତ ହୋଇଛନ୍ତି ଭୁବନେଶ୍ୱରର ସାଂସଦ ଅପରାଜିତା ଷଡଙ୍ଗୀ । ୧୭୮ ଦେଶକୁ ନେଇ ଗଠିତ ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନର ୧୫ ଜଣିଆ ଟିମରେ ଗୋଟିଏ ପଦ ଖାଲି ରହିଛି। ଏଥିପାଇଁ ଭାରତ ତରଫରୁ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ପ୍ରାର୍ଥୀ କରାଯାଇଛି। ନିର୍ବାଚନରେ ଭାଗ ନେବା ପାଇଁ ଅକ୍ଟୋବର ୯ ତାରିଖରୁ ୯ ଦିନିଆ ଆଫ୍ରିକାର ରଓ଼୍ବାଣ୍ଡା ଗସ୍ତରେ ଯିବେ ଅପରାଜିତା। ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନର ପ୍ରାର୍ଥୀଭାବେ ମନୋନୀତ କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବାଚସ୍ପତି ଓମ୍ ବିର୍ଲାଙ୍କୁ କୃତଜ୍ଞତା ଜଣାଇଛନ୍ତି ଅପରାଜିତା।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ