You are currently viewing  ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ

 ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୧୧/୦୪, ବ୍ଲାକମେଲ କୁଇନ ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ । ହାଇକୋର୍ଟରୁ ଅର୍ଚ୍ଚନାଙ୍କୁ ମିଳିଲା ଜାମିନ । ବ୍ଲାକମେଲିଂ ମାମଲାରେ ଜାମିନ ଦେଲେ ହାଇକୋର୍ଟ । ନୟାପଲ୍ଲୀ ଥାନାରେ ଅର୍ଚ୍ଚନାଙ୍କ ନାଁରେ ବ୍ଲାକମେଲିଂ ଅଭିଯୋଗ ହୋଇଥିଲା । ବ୍ଲାକମେଲିଂ ଅଭିଯୋଗ ଆଣିଥିଲେ ଅକ୍ଷୟ ପରିଜା । ଏହି ମାମଲାରେ ଅର୍ଚ୍ଚନା ନାଗଙ୍କୁ ଗିରଫ କରିଥିଲା ପୋଲିସ ।

ଅନ୍ୟମାନଙ୍କୁ ଜଣାନ୍ତୁ।