You are currently viewing ଗିରଫ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଗିରଫ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର, ଗିରଫ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଗତ ସପ୍ତାହରେ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଥିବା ଗୋପାଳପୁରର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ। ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରୁ କ୍ରାଇମବ୍ରାଞ୍ଚ ପୋଲିସ ଉଠାଇ ନେଇଥିବା ଜଣାପଡିଛି।ଆଇ ଏଫଏସ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କ ସହ ବହୁ କୋଟି ଦୁର୍ନୀତିରେ ସଂଶ୍ଳିଷ୍ଟ ଥିବା ଜଣାଯାଇଛି । ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦- ଖ ଆଇପିସି ଅନୁସାରେ ତାଙ୍କୁ ଗିରଫ କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।