ଭୁବନେଶ୍ୱର, ଆଜି ଘରକୁ ଫେରିଛନ୍ତି ବିରଜୁ । ଦୀର୍ଘ ୨୫ ବର୍ଷ ପରେ ପାକିସ୍ତାନ ଜେଲରୁ ଓଡ଼ିଶାକୁ ଫେରିଲେ ବିରଜୁ କୁଲୁ । ବିରଜୁଙ୍କ ଘର ହେଉଛି ସୁନ୍ଦରଗଡ଼ । ସୁନ୍ଦରଗଡ଼ ପ୍ରଶାସନର ସହାୟତା ଫଳରେ ସେ ଘରକୁ ଫେରିପାରିଛନ୍ତି । ସୂଚନାଥାଉକି, ଗତ ଅକ୍ଟୋବର ୨୬ରେ ପାକିସ୍ତାନ ଜେଲ୍ରୁ ମୁକୁଳିବା ପରେ ବିରଜୁଙ୍କୁ ପ୍ରଥମେ ପଞ୍ଜାବ ଅମୃତସରର ଏକ କୋଭିଡ୍ ସେଣ୍ଟରରେ ରଖାଯାଇଥିଲା ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ