You are currently viewing ଅପରାହ୍ଣ ୩ ପର୍ଯ୍ୟନ୍ତ ଗୃହ ମୁଲତବୀ
????????????????????????????????????

ଅପରାହ୍ଣ ୩ ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର, ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ଗୃହ ଆରମ୍ଭରେ ପୂର୍ବତନ ବାଚସ୍ପତି ଶରତ କରଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ଦିବଂଗତ ବିଧାୟକ ଓ କୋଭିଡ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଶୋକ ପ୍ରସ୍ତାବ ଆଗତ ପରେ ଗୃହ ଅପରାହ୍ଣ ୩ଟା ଯାଏଁ ମୁଲତବୀ ରଖାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।