ଭୁବନେଶ୍ୱର, ସେପ୍ଟେମ୍ବର ୩୦ ସୁଦ୍ଧା ବସିବ ବିଧାନସଭା ମୌସୁମୀ ଅଧିବେଶନ । ଅଧିବେଶନ ପଦ୍ଧତି ନେଇ ସଂସଦ ସଚିବଙ୍କ ସହ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଆଲୋଚନା ହୋଇଛି । ୨ ଦିନ ଭିତରେ ସଂସଦ ପକ୍ଷରୁ ଲିଖିତ ଗାଇଡଲାଇନ୍ ପଠାଯିବ । ଗାଇଡଲାଇନ୍ ଅନୁସାରେ ଅଧିବେଶନର ପଦ୍ଧତି ନେଇ ନିଷ୍ପତ୍ତି ହେବ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ