vidhan-sabha

ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ 

  • Post category:ଓଡିଶା
  • Reading time:1 mins read

ଏଏନଏସ: ଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ଫେବୃଆରୀ ୫ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ ।କାମଚଳା ଅଧିବେଶନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଷୋଡଶ ବିଧାନସଭାର ଏହା ଶେଷ ଅଧିବେଶନ ।

ଫେବୃଆରୀ ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ରଖିବେ ଅଭିଭାଷଣ । ଫେବୃଆରୀ ୮ରେ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ଯେହେତୁ ଆଗକୁ ସାଧାରଣ ନିର୍ବାଚନ ଆସୁଛି ତେଣୁ ତାପୂର୍ବରୁ କାମଚଳା ବଜେଟ ଆଗତ କରିବେ ସରକାର ।

ଅନ୍ୟମାନଙ୍କୁ ଜଣାନ୍ତୁ।