ଖୋର୍ଦ୍ଧା, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ । ବ୍ୟକ୍ତିଜଣକ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ବୋଲଗଡ ଗ୍ରାମ ସ୍ଥିତ ବାଙ୍କୋଇର । ବ୍ୟକ୍ତି ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିଲେ ହେଁ ପୋଲିସଙ୍କ ଉପସ୍ଥିତି କାରଣରୁ ସଫଳ ହୋଇପାରିନଥିଲେ । ସେ ଏଭଳି କରିବା ପଛର କାରଣ ହେଉଛି ସାଇବର ଠକେଇ । ବ୍ୟକ୍ତିି ଜଣକ ବିଦେଶୀ ୱେବସାଇଟରେ ୧୬ ଲକ୍ଷ ୩୨ ହଜାର ଟଙ୍କା ଠକେଇର ଶିକାର ହୋଇଥିଲେ । ଏନେଇ ୧୫ ଦିନ ତଳେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କିନ୍ତୁ ଏ ପର୍ଯ୍ୟନ୍ତ ବ୍ୟକ୍ତି ଜଣଙ୍କୁ କୌଣସି ସହାୟତା ମିଳିନଥିଲା । ତେଣୁ ଅନ୍ୟ କିଛି ରାସ୍ତା ନପାଇ ଶେଷରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ