ananta

ବାଲେଶ୍ୱର ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଆଇସିୟୁରେ ଭର୍ତ୍ତି 

  • Post category:ଓଡିଶା
  • Reading time:1 mins read

ଏଏନଏସ: ବାଲେଶ୍ୱର ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର। ଗତ କିଛି ଦିନ ହେବ ତାଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇଥିବା ବେଳେ ଗତକାଲି ସଂଧ୍ୟାରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ଫଳରେ ପରିବାର ଲୋକେ ତୁରନ୍ତ ତାଙ୍କୁ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଇଛନ୍ତି। ସୂଚନାଯୋଗ୍ୟ ବିଧାୟକ ଅନନ୍ତ ଦାସ ଏବେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି । 

 

ଅନ୍ୟମାନଙ୍କୁ ଜଣାନ୍ତୁ।