ପୁରୀ, ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଏନେଇ ଆଜି ୪ ଘଣ୍ଟା ଧରି ବନ୍ଦ ରହିବ ଶ୍ରୀମନ୍ଦିର । ଆଜି ଫାଲଗୁନ କୃଷ୍ଣ ପଞ୍ଚମୀ ତିଥୀରେ ମହାପ୍ରଭୁ ଜଗନ୍ନାଥଙ୍କ ଶ୍ରୀମୁଖସିଂହାର ଅନୁଷ୍ଠିତ ହେବ । ଏହି ନୀତି ପାଇଁ ସମୟ ଚୂଡାନ୍ତ ହୋଇଛି । ଏନେଇ ଆଜି ଅପରାହ୍ନ ୪ଟାରୁ ରାତି ୮ ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହାଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ଗୋପନରେ ପ୍ରାୟ ୪ ଘଣ୍ଟା ଧରି ଚାଲିବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତ କରିବେ ଏହି ଗୁପ୍ତନୀତି । ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍