ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ବର, ଏଣିକି ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’। ଏହାକୁ ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ ପଢ଼ିବାର ସୁଯୋଗ ପାଇବେ। ବନ୍ଦେ ଉତ୍କଳ ଜନନୀ ସ୍ଥାନ ପାଇବା  ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଆଜି ଏ ସଂକ୍ରାନ୍ତରେ ସରକାର ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave A Reply

Your email address will not be published.