ଭୁବନେଶ୍ୱର(ଏଏନଏସ)୨୫/୦୫, ବାଣୀବିହାର କ୍ୟାମ୍ପସ ପରିସରରୁ ଯୁବକଙ୍କ ମୃତ ଦେହ ଉଦ୍ଧାର।ଝୁଲନ୍ତା ଅବସ୍ଥାରେ ମୃତ ଦେହକୁ ଜବତ କରାଯାଇଛି। ସହିଦନଗର ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି। ମୃତକଙ୍କ ମିଳିଛି ପରିଚୟ। ମୃତକଙ୍କ ନାମ ଉତ୍ତମ ନାୟକ। ବୟସ ୨୧। ଘର ଦାଣ୍ଡମକୁନ୍ଦପୁର ପିପିଲି ବୋଲି ଜଣା ପଡ଼ିଛି । ସେ ତାଙ୍କ ପରିବାର ସହ ବାଣୀବିହାର କ୍ୟାମ୍ପସ ଭିତରେ ରୁହନ୍ତି । ଦିନ ମଜୁରିଆ ଭାବରେ କାମ କରନ୍ତି । କାଲି ରାତିରେ ଘରେ ଥିଲେ କିନ୍ତୁ ସକାଳୁ କେମିତି ଗଛରେ ଝୁଲି ପଡିଲେ ବୋଲି ପ୍ରଶ୍ନ କରିଛନ୍ତି କାଳିଆଙ୍କ ବାପା । କେହି ଜଣେ ମାରି ଟଙ୍ଗାଇ ଦେଇଛନ୍ତି ବୋଲି ଅଭିଯୋଗ କରିଛନ୍ତି ତାଙ୍କ ବାପା।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ