ଭୁବନେଶ୍ୱର-୨୭.୦୪.୨୦୨୧, କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି ବ୍ୟାଙ୍କିଂ ସମୟରେ ପରିବର୍ତ୍ତନ କରାଯାଇଛି । ଏଣିକି କାର୍ଯ୍ୟଦିବସରେ ପ୍ରତିଦିନ ୧୦ ଟାରୁ ୪ ଟା ଖୋଲା ରହିବ ବ୍ୟାଙ୍କ । ଗ୍ରାହକଙ୍କ ସେବା କାଳ ସକାଳ ୧୦ଟାରୁ ଅପରାହ୍ନ ଦିନ ୨ଟା ଯାଏଁ ରହିବ । ସୂଚନା ଅନୁସାରେ ଆସନ୍ତା ମେ ୧୫ ତାରିଖରୁ ଏହି ନୂଆ ନିୟମ ଲାଗୁ ହେବ । ଏନେଇ ଅର୍ଥ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟିକୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହା ବ୍ୟତୀତ ରୋଟେସନ ଭିତ୍ତିରେ ୫୦ ପ୍ରତିଶତ କର୍ମଚାରୀରେ ଅଫିସ କାର୍ଯ୍ୟ ଜାରି ରହିବ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ