ଭୁବନେଶ୍ୱର, ଓଲିଉଡ଼ ଷ୍ଟାର ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଲାଗିଥିବା ପାରିବାରିବ ବିବାଦ ଦିଲ୍ଲୀର ପଟିଆଲା କୋର୍ଟରେ ପହଞ୍ଚିଥିଲା । ମାତ୍ର ବର୍ଷା ଏହି ମାମଲାକୁ କଟକର ଫ୍ୟାମିଲି କୋର୍ଟରେ ଶୁଣାଣି କରିବା ପାଇଁ ମାନ୍ୟବର ସୁପ୍ରିମ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଶୁଣାଣି ପରେ ବର୍ଷାଙ୍କ ଓକିଲ କ୍ରିଷ୍ଣା କୁମାର ସୂଚନା ଦେଇଛନ୍ତି ଯେ, ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଏହି ବିବାଦର ଶୁଣାଣି ପଟିଆଲା ହାଉସ କୋର୍ଟରେ ହେବ ନାହିଁ । ଏହି ଶୁଣାଣି କଟକ ଫ୍ୟାମିଲି କୋର୍ଟରେ ହେବ । ଏଠାରେ ସୂଚନାଯୋଗ୍ୟ ଯେ, ବର୍ଷାଙ୍କ ସ୍ୱାମୀ ଅନୁଭବ ପାରିବାରିକ ବିବାଦକୁ ନେଇ ଏକ ମାମଲା ପଟିଆଲା ହାଉସ କୋର୍ଟରେ ଦାୟର କରିଥିଲେ ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST