ଭୁବନେଶ୍ୱର(ଏଏନଏସ)୦୫/୧୦, ଲଘୁଚାପ ବର୍ଷାରେ ଭିଜୁଛି ଓଡିଶା । ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଆଜି ଓ କାଲି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବ ଲଘୁଚାପ । ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲା ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜି ପାରେ। ୭ ତାରିଖରୁ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା