ଭୁବନେଶ୍ୱର, ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ୱତନ୍ତ୍ର ଏକ୍ସପ୍ରେସ (୦୮୪୯୩/୦୮୪୯୪) ଏଣିକି ପ୍ରତିଦିନ ଚଳାଚଳ କରିବ। ଶୁକ୍ରବାରଠାରୁ ସପ୍ତାହରେ ପାଞ୍ଚଦିନ ପରିବର୍ତ୍ତେ ପ୍ରତିଦିନ ଚଳାଚଳ କରାଇବାକୁ ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି ଟ୍ରେନ ସକାଳ ୬ଟା ୩୦ରେ ଭୁବନେଶ୍ୱର ଛାଡ଼ୁଛି।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା