ଭୁୁବନେଶ୍ୱର (ଏଏନଏସ)୦୮/୧୦, ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଏବେ ରାଜ୍ୟର କିଛି ସ୍ଥାନରେ ବର୍ଷା ଲାଗି ରହିଛି । ପ୍ରଭାବରେ ରାଜ୍ୟରେ କାଲି ଓ ତାପରଦିନ ବଢ଼ିବ ବର୍ଷା । ଏହି ଘୂର୍ଣ୍ଣିବଳୟ ଅଧିକ ସକ୍ରିୟ ହେବ । ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ ।ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲାର କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ତେଣୁ ଦୁର୍ଗାପୂଜା ଭଳି କୁମାରପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ମଧ୍ୟ ବର୍ଷା ପାଇଁ ଫିକା ପଡ଼ିଯାଇପାରେ । ଆସନ୍ତାକାଲି ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷିବ । ସେହିପରି ୧୦ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ଦୁଇ ଦିନ ପାଇଁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା