ପଟ୍ଟାମୁଣ୍ଡାଇ, ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । ଏବେ ସମସ୍ତ ପର୍ଯ୍ୟଟକଙ୍କୁ ଭିତରକନିକାରେ ପ୍ରବେଶ ଅନୁମତି ମିଳିନାହିଁ। କେବଳ ରାତ୍ରୀଯାପନ ପାଇଁ ଆସିଥିବା ପର୍ଯ୍ୟଟକଙ୍କୁ ହିଁ ଭିତରକନିକା ବୁଲିବାକୁ ସୁଯୋଗ ଦିଆଯିବ ବୋଲି ନିଷ୍ପତ୍ତି ନେଇଛି ପ୍ରଶାସନ । ଏଥିପାଇଁ ଓଡ଼ିଶା ଇକୋ ଟୁରିଜିମରେ ଅନ୍ଲାଇନ୍ରେ ବୁକ୍ କରିପାରିବେ । କୋଭିଡ୍ କଟକଣା ଭିତରେ ସମସ୍ତ ଗାଇଡଲାଇନ୍ ମାନି ପର୍ଯ୍ୟଟକମାନେ ଅଭୟାରଣ୍ୟ ବୁଲି ପାରିବେ ।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ