ରାଜନଗର, କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି । ପ୍ରତିଦିନ ସର୍ବାଧିକ ୫୦୦ ପର୍ଯ୍ୟଟକଙ୍କୁ ପ୍ରବେଶ ଅନୁମତି ମିଳିବ । କିନ୍ତୁ ପ୍ରବେଶ ପାଇଁ କୋଭିଡ୍ ନିୟମ ପାଳନ କରିବା ବାଧ୍ୟତାମୂଳକ ରହିବ । ପୂର୍ବରୁ ସେଠାରେ କେବଳ ରାତ୍ରି ଯାପନ କରିବାକୁ ଅନୁମତି ମିଳିଥିଲା । ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।
ଚିକିତ୍ସା ଅଭାବରୁ ମେଡିକାଲରେ ଚାଲିଗଲା ରୋଗୀଙ୍କ ଜୀବନମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ