ବାଲୁଗାଁ, ଆଜିଠାରୁ ଚିଲିକା ହ୍ରଦରେ ପକ୍ଷୀଗଣନା ଆରମ୍ଭ ହୋଇଛି । ପକ୍ଷୀଗଣନା ପାଇଁ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଏଥିପାଇଁ ୨୧ଟି ଟିମ୍ ଗଠନ କରାଯାଇଛି ଏବଂ ୧୧୧ କର୍ମଚାରୀ ସାମିଲ ହୋଇଛନ୍ତି । ୫ଟି ରେଞ୍ଜରେ ଗଣନା କାର୍ଯ୍ୟ ଯଥା-ଟାଙ୍ଗି, ବାଲୁଗାଁ, ଚିଲିକା, ସାତପଡ଼ା ଏବଂ ରମ୍ଭାରେ ଜାରି ରହିଛି । ଚିଲିକା ମଙ୍ଗଳାଯୋଡ଼ିରେ ୬ଟି ଟିମ୍ ଗଣନା କରୁଛନ୍ତି । ଏଥିପାଇଁ ବହୁ ସ୍ୱେଚ୍ଛାସେବୀ ସଙ୍ଗଠନ, ବନ୍ୟପ୍ରାଣୀ ବିଭାଗ, ସିଡିଏ କର୍ମଚାରୀ, ଓୟୁଏଟି ଛାତ୍ର ଏଥିରେ ସାମିଲ ରହିଛନ୍ତି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ