ଖୋର୍ଦ୍ଧା, ଦେଶରେ ଏବେ ବାର୍ଡ ଫ୍ଲୁ ଆତଙ୍କ ଦେଖିବାକୁ ମିଳୁଛି । ବିଭିନ୍ନ ରାଜ୍ୟରେ ଅନେକ ସଂଖ୍ୟକ ପକ୍ଷୀ ମରୁଥିବା ସୂଚନା ରହିଛି । ଏହାରି ମଧ୍ୟରେ ଆମ ରାଜ୍ୟରେ ମଧ୍ୟ ପକ୍ଷୀ ମଡ଼କ ଦେଖାଗଲାଣି । ଗତକାଲି ଓଡ଼ିଶାରେ ଏପରି ପରିସ୍ଥିତି ନାହିଁ ବୋଲି ସ୍ପଷ୍ଟ କରିଥିଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । କିନ୍ତୁ ଆଜି ଖୋର୍ଦ୍ଧା ଜିଲ୍ଲାର ଏକ ଫାର୍ମରେ କୁକୁଡ଼ା ମଡ଼କ ହୋଇଥିବା ଦେଖିବାକୁ ମିଳିଛି । ବାର୍ଡ ଫ୍ଲୁ କାରଣରୁ କିମ୍ବା ଅନ୍ୟ କୌଣସି କାରଣରୁ ଏଭଳି ହେଉଛି, ତାହା ଏ ପର୍ଯ୍ୟନ୍ତ ଜଣାପଡ଼ିନାହିଁ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ