ଭୁବନେଶ୍ୱର, ଆଜି ବିଜେଡ଼ିର ପ୍ରତିଷ୍ଠା ଦିବସ । ଦଳର ୨୪ ତମ ପ୍ରତିଷ୍ଠା ଦିବସ ଅବସରରେ ସୁପ୍ରିମୋ ତଥା ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶାବାସୀ ଓ ଦଳୀୟକର୍ମୀଙ୍କୁ ଟ୍ୱିଟ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ଶ୍ରେଷ୍ଠ ଓଡ଼ିଶା ଗଠନ ପାଇଁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ଼ କଟକଣା ମଧ୍ୟରେ ଦଳ ପାଳନ କରୁଛି ପ୍ରତିଷ୍ଠା ଦିବସ । ପ୍ରଥମେ ଦଳ ପକ୍ଷରୁ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ