ପୁରୀ, ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ କ୍ଷମା ମାଗିଛନ୍ତି। ସେ ଏକ ଭିଡିଓ ଜାରି କହିଛନ୍ତି ଯେ, ଗତ ୪ ତାରିଖରେ କରୋନା ସଂକ୍ରମିତ ହୋଇ ମଧ୍ୟ ପ୍ରଦୀପ ମହାରଥୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବା ଘଟଣା ଭୁଲ୍ ଥିଲା। ପ୍ରଦୀପ ମହାରଥୀ ତାଙ୍କର ବଡ଼ ଭାଇ ଓ ଆଦର୍ଶ ବି। ତାଙ୍କ ବିୟୋଗରେ ଭାବବିହ୍ୱଳ ହୋଇ ସଂକ୍ରମିତ ଥାଇ ସ୍ୱର୍ଗଦ୍ୱାର ଯାଇଥିଲେ । ସରକାରଙ୍କ ଆଇନ ଉର୍ଦ୍ଧ୍ବରେ କେହି ନୁହନ୍ତି । ତେବେ ଆଇନ ଅନୁଯାୟୀ ତାଙ୍କ ପ୍ରତି ଯେଉଁ ପଦକ୍ଷେପ ନିଆଯିବ ସେ ତାକୁ ମାନିବାକୁ ପ୍ରସ୍ତୁତ ବୋଲି ଉମା ସାମନ୍ତରାୟ କହିଛନ୍ତି।
ଚିକିତ୍ସା ଅଭାବରୁ ମେଡିକାଲରେ ଚାଲିଗଲା ରୋଗୀଙ୍କ ଜୀବନମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ