ଭୁବନେଶ୍ୱର(ଏଏନଏସ)୨୨/୦୬, ଏନଡିଏ ଗତକାଲି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଓଡିଶାର ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁଙ୍କ ନାମ ଘୋଷଣା କରିଥିବା ବେଳେ ଆଜି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମତୀ ମୁର୍ମୁଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ କରିଛନ୍ତି । ବିଦେଶ ଗସ୍ତରେ ଥିବା ନବୀନ ଟ୍ୱିଟ କରି ଦଳର ସମସ୍ତ ବିଧାୟକ ମାଟିର ଝିଅକୁ ସମର୍ଥନ କରିବା ପାଇଁ ସେ ଅପିଲ କରିଛନ୍ତି । ଦଳମତ ନିର୍ବିଶେଷରେ ଦ୍ରୌପଦୀ ମୁର୍ମୁଙ୍କୁୁ ସମର୍ଥନ କରିବା ପାଇଁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ
ଜୁଲାଇ୫ରେ ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟରାସ୍ତାକଡକୁ ଖସିଲା ଯାତ୍ରୀବାହୀବସ୍ଆଡ଼ପ ମଣ୍ଡପରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତୀଜାଣନ୍ତୁ ପ୍ରତିଦିନ ଗାୟତ୍ରୀ ମନ୍ତ୍ର ଜପ କରିବାର ଫାଇଦାଭୁଲରେ ବି ମଙ୍ଗଳବାର ଦିନ କରନ୍ତୁ ନାହିଁ ଏହିସବୁ କାମ, ଦେଖାଦେଇପାରେ ସମସ୍ୟାମହିଳାମାନଙ୍କ ଅନେକ ସ୍ୱାସ୍ଥ୍ୟଜନିତ ସମସ୍ୟା ଦୂର କରେ ଅମୃତଭଣ୍ଡା, ଜାଣନ୍ତୁ କ’ଣ?ମଧୁମେହ ରୋଗୀ କରନ୍ତୁ ଏହି ଚା’ର ସେବନଉଡୁଥିବା ହୋଟେଲANS [email protected]କର୍ଡନରେ ପଶି ରଥ ଛୁଇଁଲେ ମାଳ ମାଳ ଅଣଓଡ଼ିଆ,