ଦ୍ରୌପଦୀଙ୍କୁ ସମର୍ଥନ କରିବ ବିଜେଡି

ଭୁବନେଶ୍ୱର(ଏଏନଏସ)୨୨/୦୬, ଏନଡିଏ ଗତକାଲି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଓଡିଶାର ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁଙ୍କ ନାମ ଘୋଷଣା କରିଥିବା ବେଳେ ଆଜି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମତୀ ମୁର୍ମୁଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ କରିଛନ୍ତି । ବିଦେଶ ଗସ୍ତରେ ଥିବା ନବୀନ ଟ୍ୱିଟ କରି ଦଳର ସମସ୍ତ ବିଧାୟକ ମାଟିର ଝିଅକୁ ସମର୍ଥନ କରିବା ପାଇଁ ସେ ଅପିଲ କରିଛନ୍ତି । ଦଳମତ ନିର୍ବିଶେଷରେ ଦ୍ରୌପଦୀ ମୁର୍ମୁଙ୍କୁୁ ସମର୍ଥନ କରିବା ପାଇଁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

Leave A Reply

Your email address will not be published.

seventeen + thirteen =