କଟକ, ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳ ଓ ସହଯୋଗୀଙ୍କୁ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା କଟକ ଗ୍ରାମାଞ୍ଚଳ ପୋଲିସ । ଅଭିଯୁକ୍ତ ପଞ୍ଚାନନ ସେଠୀ ଓ ଉମେଶ ଖଟୁଆ ଗିରଫ । ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୂଚନା । ପ୍ରକାଶଥାଉକି, ଘଟଣାଦିନ ରାତିରେ କୁଳମଣିଙ୍କ ଉପରେ ନଜର ରଖାଯାଇଥିଲା । କୁଳମଣିଙ୍କୁ ହତ୍ୟା କରିବା ପାଇଁ ସ୍ଥାନ ଚିହ୍ନଟ ହୋଇଥିଲା । ସେ ବାଇକରେ ଆସିବା ବେଳେ ମୁଣ୍ଡକୁ ଠେଙ୍ଗାରେ ଆକ୍ରମଣ କରାଯାଇଥିଲା ଓ ପରେ ତାଙ୍କୁ ହତ୍ୟା କରାଯାଇଥିଲା । ବାଇକ୍ ପଛରେ ବସିଥିବା ଦିବ୍ୟସିଂହଙ୍କୁ ମଧ୍ୟ ହତ୍ୟା କରାଯାଇଥିଲା ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ