ଚିଲିକା, ଚିଲିକାରେ ଡଙ୍ଗା ବୁକିଂ ପାଇଁ ଆପ୍ ବ୍ୟବସ୍ଥା ହେବ । ସାତପଡ଼ା ପର୍ଯ୍ୟଟନ ସହ ସଂପୃକ୍ତ ଅଧିକାରୀ, କର୍ମଚାରୀ, ଡଙ୍ଗା ମାଲିକ ସଂଘର କର୍ମକର୍ତ୍ତାଙ୍କୁ ଡାକି ବୈଠକ କରାଯାଇଛି। ଅନ୍ଲାଇନ୍ରେ ଟିକେଟ୍ ବୁକିଂ ସହ ଠକଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିଷ୍ପତ୍ତି ହୋଇଛି। ପୁରୀ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଏ ସଂପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଆବଶ୍ୟକ ସୁରକ୍ଷା ଉପକରଣ ବ୍ୟବହାର କରାଯିବ । ଆପରେ ଅନଲାଇନରେ ବୁକିଂ ଓ ପେମେଣ୍ଟ ବ୍ୟବସ୍ଥା ହେବ । ଚିଲିକା ଡେଭଲପମେଣ୍ଟ ଅଥରିଟି କରିବ ଏହି ଆପ୍ । ନଭେମ୍ବର ଶେଷ ସୁଦ୍ଧା ଆପର ବ୍ୟବହାର କରିହେବ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ