ନୟାଗଡ଼, ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ସିଙ୍ଗାପଡ଼ା ପେଟ୍ରୋଲ ପମ୍ପରେ ହୋଇଛି ବୋମାମାଡ଼ । କର୍ମଚାରୀ ଓ ବ୍ୟକ୍ତିଙ୍କ ଝଗଡା ପରେ ବ୍ୟକ୍ତିଜଣକ ଏଭଳି କରିଥିବା ସୂଚନା ମିଳିଛି । ବୋମାମାଡ଼ରେ ପେଟ୍ରୋଲ ପମ୍ପର ମାପ ଓଜନ ମେସିନ ଜଳିଯାଇଥିବା ବେଳେ ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ତେବେ ଅଗ୍ନିଶମ ବିଭାଗ ଦ୍ୱାରା ନିଆଁକୁ ଆୟତ କରାଯାଇଛି । ଖବର ପାଇ ଖଣ୍ଡପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍