ଢେଙ୍କାନାଳ, ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଢେ଼ଙ୍କାନାଳ ଜିଲ୍ଲାର ଅତିରିକ୍ତ ତହସିଲଦାର । ବେଆଇନ ମାଙ୍କଡ଼ା ପଥର ଚାଲାଣ ପାସ୍ କରେଇଦେବା କହି ୩୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ, ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ । ଏଥିପାଇଁ ଲକ୍ଷ୍ମଣ ଦଳେଇଙ୍କ ତହସିଲ ଅଫିସ୍, ଦୋଳ ମଣ୍ଡପ ସାହି ଭଡ଼ା ଘର, କଟକ ବଡ଼ମ୍ବାରେ ଥିବା ପୈତୃକ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST