ଜଳେଶ୍ୱର, ରାଜ୍ୟରେ ଦିନକୁ ଦିନ ବ୍ରାଉନସୁଗାର ଜବତ ମାମଲା ବୃଦ୍ଧି ପାଇବାରେ ଲାଗିଛି । ବାଲେଶ୍ଵର ଜିଲ୍ଲା ଭୋଗରାଇର ତାଳସାରି ସାମୁଦ୍ରିକ ଥାନା ଅନ୍ତର୍ଗତ ଉଦୟପୁର ବେଳାଭୂମି ନିକଟରେ ବ୍ରାଉନସୁଗାର କାରବାର ବେଳେ ଚଢାଉ କରିଛି ପୋଲିସ । ଚଢ଼ାଉ କରି ପ୍ରାୟ ୪୫ ଗ୍ରାମର ବ୍ରାଉନସୁଗର ଜବତ କରିଛି ପୋଲିସ । ଜବତ ବ୍ରାଉନସୁଗରର ମୂଲ୍ୟ ୪.୫ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହି ମାମଲାରେ ୬ ଜଣଙ୍କୁ ଅଟକ ରଖିଛି ପୋଲିସ ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ