ଭୁବନେଶ୍ୱର, ବରମୁଣ୍ଡା ବସଷ୍ଟାଣ୍ଡରୁ ୧ କୋଟି ୧୭ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ଏସଟିଏଫ ଟିମ୍ ଦ୍ୱାରା ବସଷ୍ଟାଣ୍ଡରୁ ପ୍ରାୟ ୧ କେଜି ୧୭୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏଥିରେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ସେକ ହସିମ ବକ୍ସ ଗିରଫ ହୋଇଛି । ଅଭିଯୁକ୍ତି ହସିମକୁ ଆଜି କୋର୍ଟ ଚାଲାଣ କରାଯିବ । ଏନେଇ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କ୍ରାଇମବ୍ରାଞ୍ଚ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶନୀ ସୂଚନା ଦେଇଛନ୍ତି ।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ