ଖୋର୍ଦ୍ଧା, ପୁଣିଥରେ ଜବତ ହୋଇଛି ବିପୁଳ ପରିମାଣର ବ୍ରାଉନସୁଗାର । ବ୍ରାଉନସୁଗାର ଡିଲରଙ୍କୁ ଗିରଫ କରିବା ସହ 320 ଗ୍ରାମ ବ୍ରାଉନସୁଗାର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ । ଯାହାର ଆନୁମାନିକ ମୂଲ୍ୟ 25 ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି । ଖୋର୍ଦ୍ଧା ଜଙ୍କିଆଠାରେ ଡିଲ ସମୟରେ ଡିଲରକୁ ଗିରଫ କରିବା ସହ ବ୍ରାଉନସୁଗାରକୁ ଜବତ କରି ତଦନ୍ତ ଚଳାଇଛି ଏସଟିଏଫ । ଅଭିଯୁକ୍ତ ଜଣକ ଜଳେଶ୍ବରରୁ ବ୍ରାଉନସୁଗାର ଆଣି ବେପାର କରୁଥିବା ସୂଚନା ମିଳିଛି । ଏହାର ମାଷ୍ଟରମାଇଣ୍ଡକୁ ଖୋଜିବା କାର୍ଯ୍ୟ ଜାରି ରଖିଛି ଏସଟିଏଫ ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ