You are currently viewing ବସ ଓଲଟି ଏକ ମୃତ ୨୦ ଆହତ

ବସ ଓଲଟି ଏକ ମୃତ ୨୦ ଆହତ

  • Post category:ଓଡିଶା
  • Reading time:1 mins read

ପୁରୀ (ଏଏନଏସ) ୧୨/୦୮, ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ । ପିପିଲି ଟୋଲ ପ୍ଲାଜା ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରିବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକେ ଏହାଦେଖି ଘଟଣାସ୍ଥଳକୁ ଯାଇ ଉଦ୍ଧାର କାର୍ଯ୍ୟ ଜାରି ରଖିବା ସହ ପୋଲିସକୁ ଖବର ଦେଇଛନ୍ତି ।  

ଅନ୍ୟମାନଙ୍କୁ ଜଣାନ୍ତୁ।