bus-catches

ହୁ ହୁ ହୋଇ ଜଳିଗଲା ବସ୍, ଅଳ୍ପକେ ବର୍ତ୍ତିଲା ଯାତ୍ରୀଙ୍କ ଜୀବନ 

  • Post category:ଓଡିଶା
  • Reading time:1 mins read

ଏଏନଏସ: ହୁ ହୁ ହୋଇ ଜଳିଗଲା ଯାତ୍ରୀବାହୀ ବସ୍। ସୂଚନାଯୋଗ୍ୟ ଅନୁଗୁଳରୁ ଭୁବନେଶ୍ୱର ଯାଉଥିବା ଏହି ବସରେ ଢେଙ୍କାନାଳ ନିକଟରେ ହଠାତ୍ ନିଆଁ ଲାଗିଥିଲା। ବସରେ ଥିବା ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତେବେ ନିଆଁ ଲାଗିବାର କାରଣ ସ୍ପଷ୍ଟ ଜଣାପଡିନାହିଁ। ଅନ୍ୟପଟେ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁ ଲିଭାଇଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।