ଭଦ୍ରକ, ଓଲଟିଲା ଯାତ୍ରୀବାହୀ ବସ । ବସ୍ ଓଲଟି ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି । ଏଭଳି ଏକ ମର୍ମଦୁନ୍ତ ଦୁର୍ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ । ଏଠାରେ ସୂଚନାଯୋଗ୍ୟ ଯେ, ‘ଅଜୟ ଆଣ୍ଡ୍ ଅଜୟ’ ନାମକ ବସ୍ ଆଜି ଭୁବନେଶ୍ୱରରୁ ବାରିପଦା ଅଭିମୁଖେ ଯାଉଥିଲା। ବସଟି ଭାରସାମ୍ୟ ହରାଇ ଭଦ୍ରକ ଭଣ୍ଡାରୀପୋଖରୀ ପେଟ୍ରୋଲ ପମ୍ପ ନିକଟରେ ଓଲଟିଲା ବସ୍ଓଲଟି ପଡିଲା । ଫଳରେ ୧୦ ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର ଫେରାର ଅଛନ୍ତି।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍