ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୩ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ବାଲେଶ୍ୱର ସୁବର୍ଣ୍ଣରେଖା ନଦୀରେ ଉଚ୍ଚସ୍ତରୀୟ ସେତୁ ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଛି । ସେତୁ ନିର୍ମାଣ ପାଇଁ ୧୩୮ କୋଟି ୭୪ ଲକ୍ଷ ୪୮ ହଜାର ଟଙ୍କା ବଜେଟ ହୋଇଛି । ୩୦ ମାସ ଭିତରେ ସେତୁ ନିର୍ମାଣ କାମ ଶେଷ ହେବ । ବାଲିପାଳ-ଭୋଗରାଇ ମଧ୍ୟରେ ଯାତାୟତର ସୁବିଧା ହେବ । ଏହା ସହ ଓଡିଶା ଦ୍ରବ୍ୟ ଓ ସେବା କର ଅଧ୍ୟାଦେଶରେ ସଂଶୋଧନକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ