କଟକ, କଟକରେ କେନାଲ ଭିତରକୁ କାର ପଶିଯାଇଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ୧୬ ନମ୍ବର ଜାତୀୟ ରାଜପଥର ତେଲେଙ୍ଗାପେଣ୍ଠ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସୂଚନା ଅନୁଯାୟୀ, ଏକ ଜାଗୁଆର୍ କାର୍ (ଓଡି ୧୪ସି-୦୦୦୭) ଦ୍ରୁତ ଗତିରେ କଟକରୁ ଭୁବନେଶ୍ବର ଆଡ଼କୁ ଯାଉଥିଲା। ରାତି ପ୍ରାୟ ୩ଟା ସମୟରେ ଏହି କାର୍ ଭାରସାମ୍ୟ ହରାଇ କେନାଲ୍ ଭିତରକୁ ପଶିଯାଇଥିଲା। ଏହାଫଳରେ କାର୍ ଭିତରେ ଥିବା ୩ଜଣଙ୍କର ଅବସ୍ଥା ଗୁରୁତର ହୋଇଥିଲା। ପୁଲିସ୍ ସେମାନଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲକୁ ନେଇଥିଲା। ସେଠାରେ ସେମାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ତନାଘନା ଚଳାଇଛି ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା