You are currently viewing ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ

  • Post category:ଓଡିଶା
  • Reading time:1 mins read

ନୂଆଦିଲ୍ଲୀ ୨୨/୦୭,  ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ । cbse.gov.in ଏବଂ results.cbse.nic.inରେ ମିଳିପାରିବ ରେଜଲ୍ଟ । 7738299899କୁ ଏସଏମ୍‌ଏସ ପଠାଇ ମଧ୍ୟ ଜାଣିପାରିବେ ପରୀକ୍ଷା ଫଳ । ଚଳିତବର୍ଷ ପରୀକ୍ଷା ଦେଇଛନ୍ତି ୨୧,୧୬,୨୯୦ ଛାତ୍ରଛାତ୍ରୀ। ସୂଚନା ଥାଉକି, ଏପ୍ରିଲ ୨୬ରୁ ମେ’ ୨୪ ଯାଏ CBSE ଦଶମ ପରୀକ୍ଷା ହୋଇଥିଲା। ଚଳିତ ବର୍ଷ ୨ଟି ଟର୍ମରେ ଏହି CBSE ବୋର୍ଡ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

ଅନ୍ୟମାନଙ୍କୁ ଜଣାନ୍ତୁ।