ନୂଆଦିଲ୍ଲୀ, ସିବିଏସଇ ଦଶମ ପରୀକ୍ଷା ବାତିଲ । ଏହା ସହ ଦ୍ୱାଦଶ ପରୀକ୍ଷାକୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ହୋଇଛି । ଅବଜେକଟିଭ ପ୍ରଣାଳୀରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ପରୀକ୍ଷା ଫଳ ବାହାରିବ । ଯଦି କେହି ଛାତ୍ରଛାତ୍ରୀ ପରୀକ୍ଷା ଫଳରେ ସନ୍ତୁଷ୍ଟ ନହୁଅନ୍ତି ତେବେ ସେମାନେ ପରିସ୍ଥିତି ଅନୁକୁଳ ହେବା ପରେ ପରୀକ୍ଷା ଦେଇପାରିବେ । ସେହିପରି ଦ୍ୱାଦଶ ପରିକ୍ଷାକୁ ବିଷୟରେ ଜୁନ ୧ ପରେ ନିଷ୍ପତ୍ତି ହେବ ବୋଲି କୁହା ଯାଇଛି । ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଷ ସିଂ ପୋଖରିୟାଲ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ