ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ପ୍ରକାଶ ପାଇଛି ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ । cbseresults.nic.in ୱେବସାଇଟରେ ଛାତ୍ରଛାତ୍ରୀ ନିଜର ପରୀକ୍ଷା ଫଳ ଦେଖିପାରିବେ । ଏନେଇ ଟ୍ୱିଟ ଯୋଗେ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ସୂଚନା ଦେଇଛନ୍ତି । ଏହାସହ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ମଧ୍ୟ ସେ ଜଣାଇଛନ୍ତି । ଚଳିତବର୍ଷ ଦଶମରେ ୧୭ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ