ଭୁବନେଶ୍ବର, ରାଜ୍ୟରେ ବନ୍ୟା ସ୍ଥିତି ଆକଳନ ପାଇଁ ଦୁଇ ଦିନିଆ ଗସ୍ତରେ ଆସିଛନ୍ତି କେନ୍ଦ୍ରୀୟ ଟିମ୍। ଏହି ଟିମ୍ ଓଡ଼ିଶା ଆସି ବନ୍ୟା ଅଞ୍ଚଳ ପରିଦର୍ଶନ କରି କ୍ଷୟ କ୍ଷତି ଆକଳନ କରିବେ। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ୬ଜଣିଆ ଟିମ୍ ଓଡ଼ିଶା ଆସିଛନ୍ତି। ବାତ୍ୟା ଅଞ୍ଚଳ ପରିଦର୍ଶନ କରିବା ପରେ ଆସନ୍ତା କାଲି ଅପରାହ୍ନରେ ମୁଖ୍ୟ ସଚିବଙ୍କ ସହ କେନ୍ଦ୍ରୀୟ ଟିମର ବୈଠକ ହେବ । ଏହି ବୈଠକରେ ଏସଆରସିଙ୍କ ସହ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ସାମିଲ ହେବେ ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା