ଭୁବନେଶ୍ୱର, ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଦିଆଯିବ ଟିକା। ଏ ନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ଟିକା ନେବାର ୩୦ ମିନିଟ ନିରୀକ୍ଷଣ ପରେ ସାର୍ଟିଫିକେଟ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି।
ସୂଚନା ଅନୁସାରେ କରୋନା ଟିକାକରଣ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚଳାଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଟିକା ଦିଆଯିବ। ୨୯,୨୭୬ ଟିକାକରଣ ସ୍ଥାନ ଚିହ୍ନଟ ହୋଇଛି । ୮୨୭୬ ଟିକାକର୍ମୀ ନିୟୋଜିତ ହୋଇଛନ୍ତି । ଟିକା ସଂରକ୍ଷଣ ପାଇଁ ୧୨୨୨ କୋଲ୍ଡ ଚେନ୍ ରହିଛି ନିର୍ଦ୍ଦେଶକ କହିଛନ୍ତି। ଟିକା ନେବା ଆଣିବା ପାଇଁ ୧୭୯୬ ILR, ୧୭୭୧ ଫ୍ରିଜର ରହିଛି । ଗୋଟିଏ ରାଜ୍ୟସ୍ତରୀୟ, ୯ଟି ଆଞ୍ଚଳିକ, ୩୨ଟି ଜିଲ୍ଲା ଟିକା ଷ୍ଟୋର ରହିଛି। ପ୍ରତି ଟିକାକରଣ କେନ୍ଦ୍ରରେ ୫ ଜଣ କର୍ମଚାରୀ ନିୟୋଜିତ ହେବେ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା