You are currently viewing ଶ୍ରୀବିଗ୍ରହଙ୍କ ଚକାବିଜେ ନୀତି

ଶ୍ରୀବିଗ୍ରହଙ୍କ ଚକାବିଜେ ନୀତି

ପୁରୀ (ଅନନ୍ତ ସିଂ )-୦୪.୦୭.୨୦୨୧, ଆଷାଢ଼ କୃଷ୍ଣ ଦଶମୀ: ତିନୋଟି ମୁଗୁନି ପଥରର ଚକା ଅଣସର ପିଣ୍ଡିରେ ରଖାଯାଇ ବିଗ୍ରହଙ୍କୁ ଏକ ଚକା ଉପରେ ବିଜେ କରାଯାଏ । ପାରମ୍ପରିକ ରୀତି ମତେ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କୁ ଆରୋଗ୍ୟ ହେବା ନିମନ୍ତେ ରାଜବୈଦ୍ୟଙ୍କ ପ୍ରସ୍ତୁତ ଦଶମୂଳ ମୋଦକ ସେବନ କରିବାକୁ ଦିଆଯାଇଥାଏ । ।ରାଜବୈଦ୍ୟମାନେ ପ୍ରସ୍ତୁତ କରିଥିବା ଦଶମୂଳ ମୋଦକକୁ ପତି ମହାପାତ୍ର ସେବକ ଠାକୁରମାନଙ୍କୁ ଭୋଗ କରିବା କରିବା ପରେ ଅଣସର ଘରେ ଶୋଇରହିଥିବା ଜୀଉମାନେ ଉଠି ଚକା ଉପରକୁ ବିଜେ କରିଥାନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।