ଚାନ୍ଦବାଲି, ପୁଣି ଜଣେ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ କରୋନାରେ ଆକ୍ରାନ୍ତ ବୋଲି ନିଜେ ସୂଚନା ଦେଇଛନ୍ତି। ଟେଷ୍ଟ ପରେ ତାଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି । ଏହା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି ।
କୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକସ୍ୱାସ୍ଥ୍ୟପାଇଁ ଉପକାରୀ ଆମ୍ବପତ୍ରନାରୀ ବେଶରେ ପୁରୁଷ କରନ୍ତି ପୂଜା