ପୁରୀ-୧୧.୦୫.୨୦୨୧, ଆସନ୍ତା ୧୫ ତାରିଖରେ ପ୍ରସିଦ୍ଧ ଚନ୍ଦନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । କୋଭିଡ କଟକଣା ମଧ୍ୟରେ ନରେନ୍ଦ୍ର ପୁଷ୍କରିଣୀରେ ହେବ ଚନ୍ଦନ ଯାତ୍ରା। ଏଥିପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ କରି ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ରାଜ୍ୟରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଥିବାବେଳେ । ଏଭଳି ପରିସ୍ଥିତିରେ କରୋନା କଟକଣା ଭିତରେ ବିନା ଭକ୍ତରେ ଚନ୍ଦନଯାତ୍ରା କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତି ନେଇଛି । ତେବେ କରୋନା ପାଇଁ ଚନ୍ଦନ ଯାତ୍ରାରେ ସୀମିତ ସଂଖ୍ୟକ ସେବାୟତ ରହିବେ ବୋଲି ନିଷ୍ପତ୍ତି ହୋଇଛି ।ଏନେଇ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି ଯେ, କରୋନା କଟକଣା ପାଇଁ ବିନା ଭକ୍ତରେ ଚନ୍ଦନ ଯାତ୍ରା ହେବ । ଚନ୍ଦନ ଯାତ୍ରାର ସିଧା ପ୍ରସାରଣ ପାଇଁ ଉଦ୍ୟମ କରାଯାଉଛି । ଚନ୍ଦନ ଯାତ୍ରା ପାଇଁ କେବଳ ୫୦ /୬୦ ଜଣଙ୍କୁ ଅନୁମତି ଦିଆଯିବ । ନୀତି କାନ୍ତିରେ ସାମିଲ ହେବାର ୭୨ ଘଣ୍ଟା ପୂର୍ବରୁ ଆରଟିପିସିଆର ଟେଷ୍ଟ କରାଯିବ । ଏନେଇ ଆଜି ଏସଓପି ଛତିଶା ନିଯୋଗ ବୈଠକରେ ଚୂଡାନ୍ତ ହେବ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍