ନୂଆଦିଲ୍ଲୀ, ଆଜି ଭାରତୀୟ ସ୍ଥଳସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ନେଲେ ଓଡ଼ିଆ ପୁଅ ଚଣ୍ଡୀପ୍ରସାଦ ମହାନ୍ତି | ଚଣ୍ଡୀପ୍ରସାଦ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ଜୟବଡ଼ର ନିବାସୀ | ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ସେନାରେ ଉପମୁଖ୍ୟ ଦାୟିତ୍ୱ ନେବାରେ ହେଉଛନ୍ତି ପ୍ରଥମ ଓଡ଼ିଆ | ଭାରତର ୪୨ ତମ ଉପମୁଖ୍ୟ ଭାବେ ଦାୟିତ୍ୱ ନେଇଛନ୍ତି ଚଣ୍ଡୀପ୍ରସାଦ । ପୂର୍ବରୁ ସେ ‘ସଦର୍ଣ୍ଣ କମାଣ୍ଡର ଭାବେ କାର୍ଯ୍ୟ କରିବା ସହ ପୁର୍ବରୁ ଭାରତୀୟ ସେନାର ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି ସଫଳତାର ସହ କାର୍ଯ୍ୟ ତୁଲାଇସାରିଛନ୍ତି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST