ନୂଆଦିଲ୍ଲୀ ୧୧/୧୦, ବର୍ତ୍ତମାନ ସୁପ୍ରିମ କୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ୟୁ ୟୁ ଲଳିତଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ପରମ୍ପରା ଅନୁସାରେ ମୁଖ୍ୟ ବିଚାରପତିଙ୍କ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ତାଙ୍କର ଉତ୍ତରାଧିକାରୀ ଚୟନ କରିଥାନ୍ତି । ତଦନୁଯାୟୀ ଜଷ୍ଟିସ ଲଳିତ ପରବର୍ତ୍ତୀ ସୁପ୍ରିମ କୋର୍ଟର ମୁଖ୍ୟ ଭାବରେ ଜଷ୍ଟିସ ଡି. ୱାଇ ଚନ୍ଦ୍ର ଚୁଡ଼ଙ୍କ ନାମ ସୁପାରିଶ କରିଥିବା ଜଣାପଡିଛି ।
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପଜାଣନ୍ତୁ ବିଲେଇ ଘରେ ମରିବା ଶୁଭ ନା ଅଶୁଭ